No lexicon data found for Strong's number: 2597

ମାଥିଉଲିଖିତ ସୁସମାଚାର 3:16
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

ମାଥିଉଲିଖିତ ସୁସମାଚାର 7:25
ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।

ମାଥିଉଲିଖିତ ସୁସମାଚାର 7:27
ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

ମାଥିଉଲିଖିତ ସୁସମାଚାର 8:1
ଯୀଶୁ ପାହାଡ ଉପରୁ ଓହ୍ଲଇେ ତଳକୁ ଆସିଲେ। ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।

ମାଥିଉଲିଖିତ ସୁସମାଚାର 14:29
ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।

ମାଥିଉଲିଖିତ ସୁସମାଚାର 17:9
ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।

ମାଥିଉଲିଖିତ ସୁସମାଚାର 24:17
ସେତବେେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ ନୁହେଁ। ସେତବେେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲଇେ ନଆସୁ।

ମାଥିଉଲିଖିତ ସୁସମାଚାର 27:40
ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦରକୁ ଭାଙ୍ଗି ଦଇେ ପାରିବଓ ପୁଣି ତାକୁ ତିନିଦିନ ମଧିଅରେ ତିଆରି କରିଦଇେ ପାରିବା ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ତବେେ କୃଶ ଉପରୁ ତଳକୁ ଚ଼ାଲିଆସ।

ମାଥିଉଲିଖିତ ସୁସମାଚାର 27:42
ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।

ମାଥିଉଲିଖିତ ସୁସମାଚାର 28:2
ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।

Occurences : 80

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்