କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:9
ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:1
ଅତଏବ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ୟ୍ଯ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତପଦ ହବୋ ନାହିଁ। ଯେତବେେଳେ ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭମାନେେ ମନ୍ଦକର୍ମରୁ ବିମୁଖ ହାଇେ ପରମେଶ୍ବରଙ୍କଠା ରେ ବିଶ୍ବାସ କଲୁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:10
ତା'ପରେ ମୁଁ ସ୍ବର୍ଗ ରେ ଗୋଟିଏ ଉଚ୍ଚ ଧ୍ବନି ଏହା କହିବାର ଶୁଣିଲି, ବର୍ତ୍ତମାନ ଆମ୍ଭ ପରମେଶ୍ବରଙ୍କ ବିଜୟ, କ୍ଷମତା, ଓ ରାଜତ୍ବର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ଯ ଉପସ୍ଥିତ ହାଇେଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହା ରେ ନିକ୍ଷପେ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭ ଭାଇମାନଙ୍କ ବିଷୟ ରେ ଅଭିଯୋଗ କରୁଥିଲା।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்