ମାଥିଉଲିଖିତ ସୁସମାଚାର 7:3
ତୁମ୍ଭେ ତୁମ୍ଭ ଭାଇ ଆଖି ରେ ପଡିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖି ରେ ପଡିଥିବା କାଠଗୁଣ୍ଡଟି ଦେଖିପାରୁନାହଁ?
ଲୂକଲିଖିତ ସୁସମାଚାର 6:41
ତୁମ୍ଭମାନେେ ନିଜ ଭାଇ ଆଖି ରେ ପଡିଥିବା ଗୋଟିଏ େଛାଟ ଗୁଣ୍ଡଟି ଆଡକୁ କାହିଁକି ଚାହୁଁଛ? ତୁମ୍ଭମାନଙ୍କୁ କ'ଣ ନିଜ ଆଖି ରେ ପଡିଥିବା ବଡ କାଠ ଖଣ୍ଡିକ ଦଖାଯାେଉନାହିଁ?
ଲୂକଲିଖିତ ସୁସମାଚାର 12:24
ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।
ଲୂକଲିଖିତ ସୁସମାଚାର 12:27
ବନ୍ଯ ଫୁଲଗୁଡିକୁ ଦେଖ, ସମାନେେ କିପରି ଫୁଟନ୍ତି? ସମାନେେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲମାନେ ମଧ୍ଯ ସହେି ଫୁଲମାନଙ୍କ ମଧ୍ଯରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହାଇପୋରି ନଥିଲେ।
ଲୂକଲିଖିତ ସୁସମାଚାର 20:23
କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦ ରେ ପକାଇବାକୁ ଚାହୁଁଛନ୍ତି। ତେଣୁ ଯୀଶୁ ସମାନଙ୍କେୁ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7:31
ମାଶାେ ସେ ଦୃଶ୍ଯ ଦେଖି ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ୟିବାବଳକେୁ ସେ ପ୍ରଭୁଙ୍କର ସ୍ବର ଶୁଣିଲେ:
ରେରିତମାନଙ୍କ କାର୍ଯ୍ୟର ବିବରଣ 7:32
'ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର। ଅବ୍ରହାମ, ୟିସ୍ହାକ ଓ ଯାକୁବର ପରମେଶ୍ବର।' ଏହାଶୁଣି ମାଶାେ ଭୟ ରେ ଥରିଲେ ଓ ଆଉ ଦେଖିବା ପାଇଁ ସାହାସ କଲେ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:6
ମୁଁ ମନୋୟୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥି ରେ ଚ଼ାରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:39
ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:19
ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
Occurences : 14
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்