ମାଥିଉଲିଖିତ ସୁସମାଚାର 11:10
ଯୋହନଙ୍କ ବିଷୟ ରେ ଶାସ୍ତ୍ର ରେ ଲଖାେଅଛି:
ମାର୍କଲିଖିତ ସୁସମାଚାର 1:2
ଭବିଷ୍ଯଦ୍ବକ୍ତା ଯୀଶାଇୟଙ୍କ ପୁସ୍ତକରେ ଲଖାେଅଛି:
ଲୂକଲିଖିତ ସୁସମାଚାର 1:17
ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।
ଲୂକଲିଖିତ ସୁସମାଚାର 7:27
ଯୋହନଙ୍କ ବିଷୟ ରେ ଏହା ଲଖାେଅଛି:
ଏବ୍ରୀମାନଙ୍କ ନିକଟକୁ ପତ୍ର 3:3
ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:4
ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:4
ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:2
ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:6
ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்