No lexicon data found for Strong's number: 2716

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:27
ସହେିଭଳି ପୁରୁଷମାନେ ମଧ୍ଯ ସ୍ତ୍ରୀମାନଙ୍କ ସ୍ବାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତ ରେ କାମନା ରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ଯବହାର କଲେ। ନିଜର ମନ୍ଦ କାର୍ୟ୍ଯ ପାଇଁ ସମାନେେ ନିଜ ଦହେ ରେ ଦଣ୍ଡ ଭୋଗିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:9
ମନ୍ଦକାମ କରୁଥିବା ପ୍ରେତ୍ୟକକ ଲୋକକୁ ପରମେଶ୍ବର ଦୁଃଖ ଓ ସଂକଟ ରେ ପକାଇବେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:15
କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:8
ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:13
ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:15
ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:17
କିନ୍ତୁ ମୁଁ, ପକୃତ ରେ ଏହି ମନ୍ଦ କମ କରି ନ ଥାଏ। ମାେ ଭିତ ରେ ଥିବା ପାପର ସ୍ବଭାବ ଏହି ସବୁ କାମ କରେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:18
ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:20
ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଚା ହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତ ରେ ଏସବୁ କରେ ନାହିଁ। ମାେ ଭିତ ରେ ଥିବା ପାପ ଏହି ସବୁ କାମ କରେ।

Occurences : 24

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்