No lexicon data found for Strong's number: 2745

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:2
ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:6
ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:15
କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ଯ କବେେ ହେଲେ ପ୍ରଯୋଗ କରିନାହିଁ। ମୁଁ ମଧ୍ଯ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ଯ ରେ ମୁଁ ଏହା ଲେଖି ନାହିଁ। କହେି ମାହେର ଏହି ଗର୍ବର ଅଧିକାର ମାଠାରୁେ ଛଡ଼ାଇ ନଇେ ଗଲେ ବରଂ ମାରେମରିୟିବା ଭଲ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:16
ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:14
ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:12
ଆମ୍ଭେ ତୁମ୍ଭମାନଙ୍କ ଆଗ ରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭମାନେେ ଗର୍ବ ଅନୁଭବ କରି ପାରିବ। ତା' ହେଲେ ପ୍ରତ୍ଯକ୍ଷ ଦିଶୁଥିବା ବିଷୟଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭମାନେେ ଉତ୍ତର ଦଇେ ପାରିବ। ସେ ଲୋକମାନେ ଜଣକର ହୃଦୟ ରେ କ'ଣ ଅଛି, ତହିଁ ପାଇଁ ସମାନେେ ମନୋୟୋଗ କରନ୍ତି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:3
କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ଯ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟ ରେ ଆମ୍ଭର ଯେଉଁ ଗର୍ବ ତାହା ବ୍ଯର୍ଥ ନ ହେଉ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:4
ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରେତ୍ୟକକ ଲୋକ ନିଜର କାର୍ୟ୍ଯଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା' ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରିପାରିବ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:26
ଯଦି ମୁଁ ତୁମ୍ଭ ପାଖକୁ ଫରେିଯାଏ, ତବେେ ଏହା ଖ୍ରୀଷ୍ଟଯୀଶୁଙ୍କଠା ରେ ମାେ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:16
ତୁମ୍ଭେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନ ରେ ମୁଁ ଖୁସି ହବେି, କାରଣ ମୁଁ ଜାଣିବି ଯେ ମାରେ କାମ ବିଫଳ ହାଇେ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତି ଯୋଗିତା ରେ ଦୌଡ଼ି ଜିତିଛି।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்