No lexicon data found for Strong's number: 2812

ମାଥିଉଲିଖିତ ସୁସମାଚାର 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

ମାଥିଉଲିଖିତ ସୁସମାଚାର 6:20
ବରଂ ନିଜ ପାଇଁ ସ୍ବର୍ଗ ରେ ଧନ ସଞ୍ଚୟ କର। ସଠାେରେ ତାକୁ ପୋକ କି କଳଙ୍କ ନଷ୍ଟ କରି ପାରିବ ନାହିଁ। ସଠାେରେ ଚୋର ବି ସିନ୍ଧି କାଟି ସହେିଧନ ଗ୍ଭରୋଇ କରି ନଇେ ପାରିବ ନାହିଁ।

ମାଥିଉଲିଖିତ ସୁସମାଚାର 24:43
ମନରେଖ, ଯଦି ଘରମାଲିକ ଜାଣିଥାଆନ୍ତା ଯେ ଚେ଼ାର କେତବେେଳେ ଆସିବ, ତବେେ ସେ ସତର୍କ ରହନ୍ତେ ଓ ଚେ଼ାରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।

ଲୂକଲିଖିତ ସୁସମାଚାର 12:33
ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।

ଲୂକଲିଖିତ ସୁସମାଚାର 12:39
ମନରେଖ, ଯଦି ଘରର ମାଲିକ ଆଗରୁ ଜାଣିପାରନ୍ତି ଯେ, ଚୋର କେତବେେଳେ ଆସିବ, ତବେେ ସେ ଚୋରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।

ଯୋହନଲିଖିତ ସୁସମାଚାର 10:1
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ଲୋକ ମଷେଶାଳ ରେ ପ୍ରବେଶ କରେ, ତବେେ ସେ ଦ୍ବାର ବାଟେ ୟିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢି ଭିତରକୁ ଯାଏ, ତବେେ ସେ ଚୋର। ସେ ନିଶ୍ଚୟ ମଷେ ଚୋରି କରିବା ପାଇଁ ଚେଷ୍ଟା କରୁଛି।

ଯୋହନଲିଖିତ ସୁସମାଚାର 10:8
ମାେ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସମାନେେ ଚୋର ଓ ଡକାୟତ। ମଷେମାନେ ସମାନଙ୍କେ କଥା ଶୁଣିଲେ ନାହିଁ।

ଯୋହନଲିଖିତ ସୁସମାଚାର 10:10
ଜଣେ ଚୋର ଚୋରି, ହତ୍ଯା ଓ ନଷ୍ଟ କରିବା ପାଇଁ ଆ ସେ। କିନ୍ତୁ ମୁଁ ସମାନଙ୍କେୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦବୋ ପାଇଁ ଆସିଛି।

ଯୋହନଲିଖିତ ସୁସମାଚାର 12:6
କିନ୍ତୁ ୟିହୂଦା ଗରୀବ ଲୋକମାନଙ୍କ ପ୍ରତି ପ୍ରକୃତ ରେ ଚିନ୍ତିତ ନଥିଲା। ସେ ନିଜେ ଚୋର ଥିବାରୁ ଏକଥା କହିଲା। ସେ ଶିଷ୍ଯମାନଙ୍କ ପାଇଁ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ଏବଂ ସେ ପ୍ରାୟ ସହେି ବାକ୍ସରୁ ଟଙ୍କା ଚୋରି କରୁଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:10
ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்