No lexicon data found for Strong's number: 2837

ମାଥିଉଲିଖିତ ସୁସମାଚାର 27:52
କବରଗୁଡ଼ିକ ଖାଲିଗେଲା, ଆଗରୁ ମରିଯାଇଥିବା ପରମେଶ୍ବରଙ୍କର ଅନକଗେୁଡ଼ିଏ ଲୋକ ମୃତ୍ଯୁରୁ ପୁଣି ଉତ୍ଥାନ କଲେେ। ସମାନେେ କବର ଭିତରୁ ବାହରି ଆସିଲେ।

ମାଥିଉଲିଖିତ ସୁସମାଚାର 28:13
ସମାନେେ ସୈନ୍ଯମାନଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭମାନେେ ସବୁ ଶାଇେ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ଯମାନେ ରାତି ରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଚୋ ରଇେ ନେଲେ।

ଲୂକଲିଖିତ ସୁସମାଚାର 22:45
ଯୀଶୁ ପ୍ରାର୍ଥନା କରିସାରି ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସମାନେେ ସମସ୍ତେ ଶାଇେ ପଡିଥିଲେ, ସମାନଙ୍କେ ଦୁଃଖ ସମାନଙ୍କେୁ ବହୁତ କ୍ଲାନ୍ତ କରି ପକାଇଥିଲା।

ଯୋହନଲିଖିତ ସୁସମାଚାର 11:11
ଯୀଶୁ ଏକଥା କହିବା ସାରିବା ପରେ, କହିଲେ, ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶାଇେଛନ୍ତି। ମୁଁ ତାହାଙ୍କୁ ଉେଠଇବା ପାଇଁ ସଠାେକୁ ଯାଉଛି।

ଯୋହନଲିଖିତ ସୁସମାଚାର 11:12
ଶିଷ୍ଯମାନେ ଉତ୍ତର ଦେଲେ, କିନ୍ତୁ ପ୍ରଭୁ, ଯଦି ସେ ଶାଇେଛନ୍ତି, ତବେେ ସେ ସୁସ୍ଥ ହାଇେ ଯିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:60
ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:6
ହରେୋଦ ଯେଉଁଦିନ ପିତରଙ୍କୁ ବିଚ଼ାର ପାଇଁ ବାହାରକୁ ଆଣିବା ନିମନ୍ତେ ଯୋଜନା କରିଥିଲେ, ତା'ପୂର୍ବ ରାତ୍ରି ରେ ପିତର ଦୁଇଟି ଶିକୁଳି ରେ ବନ୍ଧା ହାଇେ ଦୁଇଜଣ ସୈନିକଙ୍କ ମଝି ରେ ଶୋଇଥିଲେ। ବହୁତ ଜଗୁଆଳୀମାନେ ଫାଟକ ପାଖ ରେ ରହି କାରାଗାରକୁ ଜଗି ରହିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:36
ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:39
ଜଣେ ସ୍ବାମୀ ଜୀବିତ ଥିବା ପର୍ୟ୍ଯନ୍ତ ସେ ତା' ସହିତ ରହିବା ପାଇଁ ବାଧ୍ଯ। ସ୍ବାମୀ ମରିଗଲା ପରେ ସେ ଯେ କୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ବାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପର୍ଣ୍ଣ ବିଶ୍ବସ୍ତ ହବୋ ଉଚିତ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:30
ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்