ମାଥିଉଲିଖିତ ସୁସମାଚାର 25:27
ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'
ଲୂକଲିଖିତ ସୁସମାଚାର 7:37
ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:8
ମନରେଖ, ପ୍ରେତ୍ୟକକ ବ୍ଯକ୍ତିଙ୍କୁ ସମସ୍ତ ଉତ୍ତମ କାର୍ୟ୍ଯ କରିଥିବା ହତେୁ ପରମେଶ୍ବର ପୁରସ୍କାର ଦବେେ। ଦାସ ହେଉ କି ସ୍ବାଧୀନ ହେଉ, ପ୍ରେତ୍ୟକକ ବ୍ଯକ୍ତି ନିଜର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କୃତ ହବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ମନରେଖ ! ଭୁଲ କର୍ମ ପାଇଁ, ପ୍ରେତ୍ୟକକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରେତ୍ୟକକ ଲୋକକୁ ସମାନ ଭାବରେ ଦେଖନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:36
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:19
ଅବ୍ରହାମ ବିଶ୍ବାସ କରିଥିଲେ ଯେ, ପରମେଶ୍ବର ଲୋକମାନଙ୍କୁ ମୃତ୍ଯୁରୁ ଉଠାଇ ଆଣି ପାରିବେ। ପ୍ରକୃତ ରେ ଯେତବେେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲା ବେଳେ ପରମେଶ୍ବର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତବେେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ଯୁରୁ ଫରେି ପାଇଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:39
ଏହି ସମସ୍ତ ଲୋକମାନେ ନିଜର ବିଶ୍ବାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କହେି ହେଲ ପରମେଶ୍ବରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।
ପିତରଙ୍କ ପ୍ରଥମ ପତ୍ 1:9
ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
ପିତରଙ୍କ ପ୍ରଥମ ପତ୍ 5:4
ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்