No lexicon data found for Strong's number: 3310

ଲୂକଲିଖିତ ସୁସମାଚାର 10:42
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:21
ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:12
ସଠାରୁେ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସହେି ନଗର ରେ କିଛି ଦିନ ରହିଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:15
ଯୀଶୁ ଖ୍ରୀଷ୍ଟ ଓ ବିଲିଯାର୍ ଭିତ ରେ ଚୁକ୍ତି ହାଇପୋ ରେ କି ? ଜଣେ ବିଶ୍ବାସୀ ଓ ଜଣେ ଅବିଶ୍ବାସୀଙ୍କ ଭିତ ରେ କ'ଣ କିଛି ମଳେ ହାଇପୋ ରେ ?

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:12
ତା ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହବେ ଓ ପିତାଙ୍କୁ ଧନ୍ଯବାଦ ଦବେ। ସେ ଯେଉଁ ବିଷୟଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସଗେୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପୟୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅ ରେ ବାସ କରନ୍ତି, ସମାନଙ୍କେ ଲାଗି ସେ ଏହି ବିଷୟଗୁଡ଼ିକ ସୃଷ୍ଟି କରିଛନ୍ତି

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்