ମାଥିଉଲିଖିତ ସୁସମାଚାର 2:22
କିନ୍ତୁ ୟୋ ସଫେ ଶୁଣିଲେ ଯେ, େ ହରୋଦଙ୍କ ମୃତ୍ଯୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ୟିହୂଦା ରେ ରାଜା ହାଇେଛନ୍ତି। ତେଣୁ ସେ ସଠାେକୁ ୟିବାକୁ ଭୟ କଲେ। କିନ୍ତୁ ପରମେଶ୍ବରଙ୍କ ଠାରୁ ସ୍ବପ୍ନ ରେ ଆଦେଶ ପାଇ ୟୋ ସଫେ ଗାଲିଲୀ ପ୍ରଦେଶକୁ ଗଲେ।
ମାଥିଉଲିଖିତ ସୁସମାଚାର 15:21
ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
ମାଥିଉଲିଖିତ ସୁସମାଚାର 16:13
ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?
ମାଥିଉଲିଖିତ ସୁସମାଚାର 24:51
ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।
ମାର୍କଲିଖିତ ସୁସମାଚାର 8:10
ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହିଁଲେ।
ଲୂକଲିଖିତ ସୁସମାଚାର 11:36
ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହା ହେଲ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହବେ।
ଲୂକଲିଖିତ ସୁସମାଚାର 12:46
ତା'ପରେ ସହେି ସବେକଟିର ମାଲିକ କୌଣସି ଦିନ ଆସି ପହଁଚିଯିବେ। ସେତବେେଳେ ସବେକଟି ପ୍ରସ୍ତୁତ ନଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚିଯିବେ ବୋଲି ସବେକଟି ଭାବି ମଧ୍ଯ ପାରି ନଥିବ। ତା'ପରେ ମାଲିକ ସବେକଟିକୁ କଠିନ ଦଣ୍ଡ ଦବେେ ଓ ଅନ୍ୟ ଅବାଧ୍ଯ ଲୋକଙ୍କ ପାଖକୁ ତଡି ଦବେେ।
ଲୂକଲିଖିତ ସୁସମାଚାର 15:12
ଦିନେ ସାନ ପୁଅ ତା' ବାପାଙ୍କୁ କହିଲା, 'ବାପା, ତୁମ୍ଭେ ମତେ ତୁମ୍ଭର ସବୁ ସମ୍ପତ୍ତିରୁ ମାେ ଭାଗତକ ଦଇଦେିଅ।' ତେଣୁ ତା' ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧିଅରେ ବାଣ୍ଟି ଦେଲେ।
ଲୂକଲିଖିତ ସୁସମାଚାର 24:42
ସମାନେେ ଯୀଶୁଙ୍କୁ ଖଣ୍ଡେ ରନ୍ଧା ମାଛ ଦେଲେ।
ଯୋହନଲିଖିତ ସୁସମାଚାର 13:8
ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।
Occurences : 43
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்