ମାଥିଉଲିଖିତ ସୁସମାଚାର 5:34
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:1
ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:7
ତୁମ୍ଭମାନଙ୍କ ଭିତ ରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭମାନେେ ପରାଜିତ ହାଇେ ସାରିଛ। ତା' ଅପେକ୍ଷା ଅନ୍ୟ କହେି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଥିଲେ ଭଲ ହାଇେଥାନ୍ତା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:29
ଯଦି ଲୋକମାନେ ମୃତ୍ଯୁରୁ ଆଦୌ ଉଥିତ ହବେେ ନାହିଁ, ତା' ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହାଇେଛନ୍ତି, ସମାନେେ କ'ଣ କରିବେ ? ଯଦି ମୃତମାନେ ଆଦୌ ଉତ୍ଥିତ ହବେେ ନାହିଁ, ତା' ହେଲେ କାହିଁକି ସମାନଙ୍କେ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ ?
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்