ମାର୍କଲିଖିତ ସୁସମାଚାର 4:20
କେତକେ ଲୋକ ଭଲମାଟି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯକୁ ଶୁଣନ୍ତି ଓ ତା ହେ ଗ୍ରହଣ କରନ୍ତି। ତା'ପରେ ସମାନେେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା େ ବେଳବେଳେ ତିରିଶ ଗୁଣ, ଷାଠିଏ ଗୁଣ ବା ଶ ହେ ଗୁଣ ପର୍ୟ୍ଯନ୍ତ ଫଳ ଦଇେଥାଏ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:21
ଆମ୍ଭମାନେେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସହେି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ୟୋଗ୍ଯ ନୁହେଁ। ତେଣୁ ଆମ୍ଭେ ଏସବୁ କରିପାରିବୁ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:18
ସହେି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମାେତେ କହିଲେ, 'ତୁମ୍ଭେ ସଙ୍ଗେ ସଙ୍ଗେ ୟିରୁଶାଲମ ଛାଡ଼ି ଦିଅ, କାରଣ ତୁମ୍ଭେ ମାେ ବିଷୟ ରେ ଯାହା କହିବ, ସମାନେେ ଗ୍ରହଣ କରିବେ ନାହିଁ।'
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:19
ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:6
ପ୍ରଭୁ ଭଲ ପାଉଥିବା ପ୍ରେତ୍ୟକକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରେତ୍ୟକକ ଲୋକକୁ ସେ ଶାସ୍ତି ଦିଅନ୍ତି। ହିତାପଦେେଶ 3:11-12
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்