No lexicon data found for Strong's number: 3914

ରେରିତମାନଙ୍କ କାର୍ଯ୍ୟର ବିବରଣ 27:12
ସହେି ବନ୍ଦରଟି ଶୀତ କଟଇବୋ ପାଇଁ ଅନୁପୟୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୋନୀକ୍ ରେ ପହଞ୍ଚିବା ଆଶା ରେ ସଠାେରେ ଆମ୍ଭ ସହିତ ୟିବା ପାଇଁ ଓ ଶୀତଋତୁ କଟଇବୋ ପାଇଁ ପରାମର୍ଶ ଦେଲେ। ଫୋନୀକ୍ସ୍ କ୍ରୀତି ଉପଦ୍ବୀପର ଗୋଟିଏ ନଗର। ଫୋନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:11
ଆମ୍ଭେ ତିନି ମାସ ପରେ ଆଲକଜୋଣ୍ଡ୍ରିଆ ନଗରୀ ରେ ଗୋଟିଏ ଜାହାଜ ରେ ଚ଼ଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମଲେିତୀ ଦ୍ବୀପରେ ଶୀତକାଳ ବିତାଇଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:6
ସେତବେେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମାେ ଯାତ୍ରା ରେ, ମୁଁ ଯେଉଁଠାକୁ ୟିବି, ତୁମ୍ଭମାନେେ ମାେତେ ସାହାୟ୍ଯ କରିପାରିବ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:12
ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்