ମାଥିଉଲିଖିତ ସୁସମାଚାର 6:29
କିନ୍ତୁ ମୁଁ ତୁମ୍ଭକୁ କହୁଛି ମହାନ ଓ ଧନୀରାଜା ଲୋମ ନିଜର ସମସ୍ତ ବୈଭବ ଥାଇ ମଧ୍ଯ ସେ ନିଜକୁ ସୁସଜ୍ଜିତ କରିପାରି ନଥିଲେ।
ମାଥିଉଲିଖିତ ସୁସମାଚାର 6:31
ଏଣୁ ଚିନ୍ତାଗ୍ରସ୍ତ ହାଇେ କୁହନାହିଁ ଯେ ଆମ୍ଭେ କ'ଣ ଖାଇବା, କ'ଣ ପିଇବା ବା କଣ ପିନ୍ଧିବା?
ମାଥିଉଲିଖିତ ସୁସମାଚାର 25:36
ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'
ମାଥିଉଲିଖିତ ସୁସମାଚାର 25:38
କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?
ମାଥିଉଲିଖିତ ସୁସମାଚାର 25:43
ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ପିଇବାକୁ ଦଇେ ନଥିଲ। ମୁଁ ଏକୁଟିଆ ଘରଠାରୁ ଦୂର ରେ ଥିଲି, କିନ୍ତୁ ତୁମ୍ଭେ ମାେତେ ଘର ଭିତରକୁ ଡ଼ାକିଲ ନାହିଁ, ମାରେ ଲୁଗାପଟା ନଥିଲା, ମାେତେ ତୁମ୍ଭେ ପିନ୍ଧିବାକୁ କିଛି ଦଇେ ନଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାର ରେ ଥିଲି ଓ ତୁମ୍ଭେ ମାେ ପାଇଁ ଚିନ୍ତା କରି ନଥିଲ।'
ମାର୍କଲିଖିତ ସୁସମାଚାର 14:51
ଜଣେ ୟୁବକ ଯୀଶୁଙ୍କୁ ଅନୁସରଣ କରୁଥିଲା। ସେ କବଳେ ଖଣ୍ଡିଏ ସରୁ ରେଶମ ଲୁଗା ପିନ୍ଧିଥିଲା। ସହେି ଲୋକମାନେ ୟୁବକକୁ ଧରିବାକୁ ଚେଷ୍ଟା କଲେ।
ମାର୍କଲିଖିତ ସୁସମାଚାର 16:5
ସମାନେେ କବର ଭିତରକୁ ଗଲେ। ସଠାେରେ ସମାନେେ ଧଳା ପୋଷାକ ପିନ୍ଧିଥିବା ଜଣେ ୟୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲା। ସମାନେେ ଡରିଗଲେ।
ଲୂକଲିଖିତ ସୁସମାଚାର 12:27
ବନ୍ଯ ଫୁଲଗୁଡିକୁ ଦେଖ, ସମାନେେ କିପରି ଫୁଟନ୍ତି? ସମାନେେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲମାନେ ମଧ୍ଯ ସହେି ଫୁଲମାନଙ୍କ ମଧ୍ଯରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହାଇପୋରି ନଥିଲେ।
ଲୂକଲିଖିତ ସୁସମାଚାର 19:43
ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
ଲୂକଲିଖିତ ସୁସମାଚାର 23:11
ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
Occurences : 24
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்