No lexicon data found for Strong's number: 4088

ରେରିତମାନଙ୍କ କାର୍ଯ୍ୟର ବିବରଣ 8:23
ମୁଁ ଦେଖୁଛି, ତୁମ୍ଭ ମନ ରେ ତିକ୍ତତା ପୁରି ରହିଛ ଓ ପାପ ତୁମ୍ଭ ଉପରେ କତ୍ତୃର୍ତ୍ବ କରୁଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:14
ଅଭିଶାପ ଓ କଟୁତା ରେ ସମାନଙ୍କେର କଥା ପୂର୍ଣ୍ଣ ହାଇେଥାଏ। ଗୀତସଂହିତା 10:7

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:31
କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்