No lexicon data found for Strong's number: 4122

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:11
ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:2
ନିଜ ହୃଦୟ ରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ କରି ନାହୁଁ। ଆମ୍ଭେ କାହାରି ବିଶ୍ବାସ ରେ ଆଞ୍ଚ ଆଣି ନାହୁଁ, କାହାକୁ ଘାଷେଣା କରି ନାହୁଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:17
ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ଯରୁ କାହାରି ମାଧ୍ଯମ ରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି ? ନା, ତୁମ୍ଭମାନେେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:18
ମୁଁ ତିତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତିତସ କ'ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି ? ନା! ତୁମ୍ଭମାନେେ ଜାଣ ଯେ ତିତସ ଓ ମୁଁ ଦୁ ହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହ ରେ କାମ କରିଛୁ। ସହେି ପବିତ୍ରଆତ୍ମାର ପ୍ ରରଣୋ ରେ ଆମ୍ଭେ ଦୁ ହେଁ କାମ କରିଥିଲୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:6
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧ ରେ କୌଣସି ମନ୍ଦକାର୍ୟ୍ଯ କର ନାହିଁ ଓ ଏହି ବିଷୟ ରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସମାନଙ୍କେୁ ପରମେଶ୍ବର ଦଣ୍ଡ ଦବେେ। ଆମ୍ଭେ ଏ ବିଷୟ ରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்