No lexicon data found for Strong's number: 4144
ରେରିତମାନଙ୍କ କାର୍ଯ୍ୟର ବିବରଣ 21:7
ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:9
ଏହିପରି ବହୁତ ସମୟ ବିତିଗଲା। ସେତବେେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହାଇେ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହାଇେ ଆସୁଥିଲା। ତେଣୁ ପାଉଲ ସମାନଙ୍କେୁ ସାବଧାନ କରଇେ କହିଲେ, ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:10
ଏହା ଦ୍ବାରା ଯେ କବଳେ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ଯ ଚ଼ାଲିଯାଇପା ରେ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்