ରେରିତମାନଙ୍କ କାର୍ଯ୍ୟର ବିବରଣ 18:2
ସଠାେରେ ସେ ପନ୍ତ ଦେଶୀୟ ଆକ୍ବିଲା ନାମକ ଜଣେ ଯିହୂଦୀୟକୁ ଭଟେିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ଯ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଲାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଚ଼ାଲିୟିବା ପାଇଁ ଆଦେଶ ଦଇେଥିଲେ। ତେଣୁ ସମାନେେ ଇତାଲିଆ ଛାଡ଼ି ଚ଼ାଲିଆସି ଥିଲେ। ପାଉଲ ସମାନଙ୍କେୁ ଦେଖିବା ପାଇଁ ଯାଇଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:21
ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:11
ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:14
ସଠାେରେ ଆମ୍ଭେ କେତକେ ଭାଇମାନଙ୍କୁ ଭଟେିଲୁ। ସମାନେେ ଆମ୍ଭକୁ ସଠାେରେ ସାତ ଦିନ ରହିବାକୁ ଅନୁ ରୋଧ କଲେ। ତା'ପରେ ଆମ୍ଭେ ରୋମକୁ ଆସିଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:16
ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମ ରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖ ରେ ଜଣେ ସୈନିକ ସବୁବେଳେ ଜଗି ରହିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15
ସେଥିପାଇଁ ମୁଁ ରୋମ ରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଚ଼ାର ଦବୋକୁ ଇଚ୍ଛା କରୁଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:255
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:255
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:255
Occurences : 14
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்