ମାଥିଉଲିଖିତ ସୁସମାଚାର 24:31
ନିଜର ସ୍ବର୍ଗଦୂତମାନଙ୍କୁ ପୃଥିବୀ ରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ଯପୁତ୍ର ମହା ତୂରୀ ଧ୍ବନି ସହିତ ଆସିବେ। ସହେି ସ୍ବର୍ଗଦୂତମାନେ ମର୍ତ୍ତ୍ଯର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ୟ୍ଯନ୍ତ ବୁଲି, ଚାରିଆଡୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:8
ୟୁଦ୍ଧ ରେ ଯଦି ତୂରୀଟି ସ୍ପଷ୍ଟ ଭାବରେ ନ ଶୁଭେ ତା' ହେଲେ ସୈନିକଗଣ ୟୁଦ୍ଧ ପାଇଁ ପ୍ରସ୍ତୁତ ହବୋର ସମୟ ଜାଣି ପାରିବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:52
ଏହା କବଳେ ମୁହୂର୍ତ୍ତକ ମଧିଅରେ ଆଖି ପିଛୁଳାକେ, ଘଟି ୟିବ। ଯେତବେେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ବାସୀ ମରିଯାଇଛନ୍ତି ସମାନେେ ମୃତ୍ଯୁରୁ ଅନନ୍ତକାଳ ପାଇଁ ଉଥିତ ହବେେ ଓ ଆମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ଜୀବିତ ଅଛନ୍ତି, ସମାନେେ ପରିବର୍ତ୍ତିତ ହବେେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:16
ସ୍ବର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତବେେଳେ ଉଚ୍ଚ ସ୍ବର ରେ ଏକ ଆଦେଶ ହବେ। ମୁଖ୍ଯ ସ୍ବର୍ଗଦୂତଙ୍କ ସ୍ବର ଓ ପରମେଶ୍ବରଙ୍କ ତୂରୀନାଦ ମାଧ୍ଯମ ରେ ଏହି ଆଦେଶ ଦିଆ ହବେ। ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଥାଇ ମରିଛନ୍ତି, ସମାନେେ ପ୍ରଥମ ରେ ପୁନରୁତ୍ଥିତ ହବେେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:19
ସଠାେରେ ତୂରୀର ଧ୍ବନି, ଏବଂ ଶବ୍ଦ ଉଚ୍ଚାରଣ ଧ୍ବନି ନାହିଁ। ଯେତବେେଳେ ଲୋକେ ସେ ଧ୍ବନି ଶୁଣିଲେ, ସମାନେେ ପ୍ରାର୍ଥନା କଲେ ଯେ, ଅନ୍ୟ କୌଣସି ଶବ୍ଦ ଯେପରି ନ ଶୁଣନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:10
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:1
ଏହାପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ସ୍ବର୍ଗର ଗୋଟିଏ ଦ୍ବାର ଖାେଲା ହାଇେଅଛି। ମୁଁ ଯେଉଁ ସ୍ବର ପୂର୍ବରୁ ଶୁଣିଥିଲି, ସହେି ସ୍ବର ପୁଣି ଶୁଣିଲି। ଏହି ସ୍ବର ତୂରୀନାଦର ଶବ୍ଦ ପରି ମନେ ହେଲା। ସହେି ସ୍ବର କହିଲା, ଏଠାରୁ ଉପରକୁ ଉଠିଆସ ଏବଂ ଭବିଷ୍ଯତ ରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦଖାଇବେି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:2
ତା'ପରେ ମୁଁ ପରମେଶ୍ବରଙ୍କ ସାମନା ରେ ସାତଜଣ ସ୍ବର୍ଗଦୂତଙ୍କୁ ଠିଆ ହାଇେଥିବାର ଦେଖିଲି। ସମାନଙ୍କେୁ ସାତାଟେି ତୂରୀ ଦିଆଗଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:6
ତା'ପରେ ସାତ ଜଣ ସ୍ବର୍ଗଦୂତ ସାତାଟେି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:13
ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்