No lexicon data found for Strong's number: 4563

ମାଥିଉଲିଖିତ ସୁସମାଚାର 12:44
ସେତବେେଳେ ସେ କୁ ହେ, 'ମୁଁ ମାରେ ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସଠାେକୁ ଫରେିୟିବି।' ସେ ପୁଣି ଫରେିଆ ସେ। ସେ ଦେଖେ ସେ ପର୍ୟ୍ଯନ୍ତ ମଧ୍ଯ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠିକ୍ଠାକ୍ ଅଛି। ତା'ପରେ ସେ ଯାଏ ଓ ତା'ଠାରୁ ଅଧିକ ଖରାପ ଆଉ ସାତଟା ଭୂତଙ୍କୁ ଡ଼ାକିଆଣେ।

ଲୂକଲିଖିତ ସୁସମାଚାର 11:25
ଯେତବେେଳେ ଭୂତଟି ସହେି ମଣିଷ ନିକଟକୁ ଫରେିଆ ସେ, ସେ ଦେଖେ ଯେ ସହେି ଘରଟି ସଫାସୁତୁରା ଓ ସବୁ ଠିକ୍ଠାକ୍ ଅଛି।

ଲୂକଲିଖିତ ସୁସମାଚାର 15:8
ମନକରେ ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସହେି ସ୍ତ୍ରୀଲୋକଟି ଆଲୁଅ ଲଗଇେ ଘର ସାରା ଭଲ କରି ଓଳଇେ ପକଇବେ ଓ ରୂପା ମୁଦ୍ରାଟି ନ ପାଇବା ପର୍ୟ୍ଯନ୍ତ ଚାରିଆଡେ ଖାଜେିବ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்