No lexicon data found for Strong's number: 4734
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:16
ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ଯ ବାପ୍ତଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:15
ତୁମ୍ଭମାନେେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସମାନେେ ଆଖାଯା ଦେଶର ପ୍ରଥମ ବିଶ୍ବାସୀ ଥିଲେ। ସମାନେେ ପରମେଶ୍ବରଙ୍କ ଲୋକମାନଙ୍କ ସବୋ ରେ ନିଜକୁ ସମର୍ପିତ କରିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:17
ମୁଁ ସ୍ତିଫାନ, ଫତ୍ତୂର୍ନାଢ ଓ ଆଖାଯିକଙ୍କ ଆଗମନ ରେ ଆନନ୍ଦ କରୁଛି। କାରଣ ମାେ ପାଇଁ ଯାହା ତୁମ୍ଭମାନେେ କରି ପାରି ନାହଁ, ତାହା ସମାନେେ କରି ପାରିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:255
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்