No lexicon data found for Strong's number: 4796

ଲୂକଲିଖିତ ସୁସମାଚାର 1:58
ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।

ଲୂକଲିଖିତ ସୁସମାଚାର 15:6
ସେ ତା ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମାରହଜେି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ଯନ୍ତ ଆନନ୍ଦିତ। ଆସ, ମାେ ସହିତ ତୁମ୍ଭମାନେେ ଆନନ୍ଦ କର।

ଲୂକଲିଖିତ ସୁସମାଚାର 15:9
ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା' ବଂଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, 'ମୁଁ ବହୁତ ଆନନ୍ଦିତ। କାରଣ ମାରେ ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମାେ ସହିତ ଆନନ୍ଦ କର।'

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:26
ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ଯ କଷ୍ଟ ପା'ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହାଇେ ଆନନ୍ଦ କରନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:6
ସେ ଅଧର୍ମ ରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ଯ ରେ ଆନନ୍ଦ କରେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:17
ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:18
ତୁମ୍ଭମାନେେ ମଧ୍ଯ ମାେ ସହିତ ଖୁସି ହୁଅ ଓ ଆନନ୍ଦ ରେ ପରିପୂର୍ଣ୍ଣ ହୁଅ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்