No lexicon data found for Strong's number: 4976

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:31
ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ଯବହାର କରୁଛନ୍ତି, ସମାନେେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସମାନଙ୍କେ ପାଇଁ ଆଦୌ ଗୁରୁତ୍ବପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହିଃକ ବିଷୟ ସବୁ ଶୀଘ୍ର ଲୋପ ପାଇବ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:8
ମନୁଷ୍ଯ ଭାବରେ ଜୀବନ ଯାପନ କଲା ବେଳେ ସେ ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଆଜ୍ଞକାରୀ ହାଇେ ନିଜକୁ ନମ୍ର କଲେ। ଏପରିକି କ୍ରୁଶ ରେ ମୃତ୍ଯୁ ପର୍ୟ୍ଯନ୍ତ ନିଜକୁ ବାଧ୍ଯ ଓ ନମ୍ର କଲେ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்