No lexicon data found for Strong's number: 5035

ମାଥିଉଲିଖିତ ସୁସମାଚାର 5:25
ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।

ମାଥିଉଲିଖିତ ସୁସମାଚାର 28:7
ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଜଣାଅ: 'ଯୀଶୁ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସଠାେରେ ଥିବେ। ତୁମ୍ଭମାନେେ ତାହାଙ୍କୁ ସଠାେରେ ଦେଖିବ।' ତା'ପରେ ସ୍ବର୍ଗଦୂତ ଆଉ ଥରେ କହିଲେ, ଏହି ସବୁକଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।

ମାଥିଉଲିଖିତ ସୁସମାଚାର 28:8
ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।

ମାର୍କଲିଖିତ ସୁସମାଚାର 9:39
କିନ୍ତୁ ଯୀଶୁ କହିଲେ, ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମାେ ନାମ ନଇେ ଶକ୍ତିର କାର୍ୟ୍ଯ କରିପା ରେ, ସେ ମାେ ନାମ ରେ ଆଉ ଖରାପ କଥା କହି ପାରିବ ନାହିଁ।

ମାର୍କଲିଖିତ ସୁସମାଚାର 16:8
ସହେି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟ ରେ ଅଭିଭୁତ ହାଇେ ଯାଉଥିଲେ। ସମାନେେ କବରରୁ ବାହାରି ଦୌଡି ପଳାଇଲେ, କିନ୍ତୁ ଭୟଭୀତ ହାଇେ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।

ଯୋହନଲିଖିତ ସୁସମାଚାର 11:29
ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:16
ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତବେେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମାରେ ମୁଖରୁ ବାହାରୁଥିବା ଖଡ୍ଗ ରେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:11
ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:14
ଦ୍ବିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:7
ଶୁଣ ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்