ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
ଲୂକଲିଖିତ ସୁସମାଚାର 13:34
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:11
ସହେି ଦୁଇଜଣ ପୁରୁଷ ପ୍ ରରେିତମାନଙ୍କୁ କହିଲେ, ହେ ଗାଲିଲୀର ଲୋକେ, ତୁମ୍ଭମାନେେ ଏଠା ରେ ଠିଆ ହାଇେ ଆକାଶ ଆଡ଼େ କାହିଁକି ଚାହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ଯରୁ ଉଠାଇ ନିଆଗଲା, ସେ ସ୍ବର୍ଗକୁ ଗଲେ ଓ ତୁମ୍ଭମାନେେ ତାହାଙ୍କୁ ଉପରକୁ ୟିବାର ଯେପରି ଦେଖିଲ, ସହେିପରି ସେ ପୁଣି ଫରେିଆସିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:28
ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦଲେ ସହେିପରି କ'ଣ ମାେତେ ମାରି ଦବୋପାଇଁ ଚ଼ାହୁଁଛ?'
ରେରିତମାନଙ୍କ କାର୍ଯ୍ୟର ବିବରଣ 15:11
ଆମ୍ଭର ବିଶ୍ବାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ବାରା ରକ୍ଷା ପାଇଛୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:25
ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:2
ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:18
ଯଦି ସମାନେେ ମାେ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ଯ କଥା ହେଲା ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛନ୍ତି। ମୁଁ ମଧ୍ଯ ଚା ହେଁ ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକମାନଙ୍କୁ କୁହନ୍ତୁ। ସମାନେେ ଭଲ ଉଦ୍ଦେଶ୍ଯ ରଖି ସପରେି କରନ୍ତୁ। କିନ୍ତୁ ଉଦ୍ଦେଶ୍ଯ ଭଲ ହେଉ ବା ମନ୍ଦ, ପ୍ରଚାର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ଯ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:3
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକା ରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ବରଙ୍କ ବିରୁଦ୍ଧ ରେ ବିଦ୍ରୋହ ସଂଘଟିତ ନ ହେଲା ପର୍ୟ୍ଯନ୍ତ ପ୍ରଭୁଙ୍କର ସହେି ଦିନଟି ଆସିବ ନାହିଁ। ମନ୍ଦ ବ୍ଯକ୍ତିର ଦଖାେ ନ ଦବୋ ପର୍ୟ୍ଯନ୍ତ ସହେି ଦିନଟି ଆସିବ ନାହିଁ। ସହେି ମନ୍ଦ ବ୍ଯକ୍ତି ନରକର ଅଟେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
Occurences : 13
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்