No lexicon data found for Strong's number: 5190

ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:21
ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:255

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:7
ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:255

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:12
ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:12
ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்