କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:10
ପୁରାତନ ସବୋ ରେ ମହିମା ଥିଲା, କିନ୍ତୁ ଅଧିକ ମହିମାୟୁକ୍ତ ନୂତନ ସବୋ ସହିତ ତୁଳନା କଲେ, ସହେି ପ୍ରଥମ ମହିମା କିଛି ନୁହେଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:14
ଯେତବେେଳେ ସମାନେେ ପ୍ରାର୍ଥନା କରିବେ, ସେତବେେଳେ ସମାନେେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ବରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହତେୁରୁ ସମାନେେ ଏପରି ଅନୁଭବ କରିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:19
ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:7
ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்