No lexicon data found for Strong's number: 5274

ଲୂକଲିଖିତ ସୁସମାଚାର 7:43
ଶିମାନେ ଉତ୍ତର ଦେଲେ, ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡି ଦେଲେ, ସହେି ଲୋକକୁ ଅଧିକା ଭଲ ପାଇବ।

ଲୂକଲିଖିତ ସୁସମାଚାର 10:30
ଏହି ପ୍ରଶ୍ନର ଉତ୍ତର ଦବୋକୁ ଯାଇ ଯୀଶୁ କହିଲେ, ଜଣେ ଲୋକ ୟିରୂଶାଲମରୁ ଯିରୀହାକେୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ ରେ ପଡିଲା। ସମାନେେ ତା' ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ ମାରି ଅର୍ଦ୍ଧମୃତ ଅବସ୍ଥା ରେ ପକାଇଦଇେ ଚାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:9
ଯୀଶୁ ପ୍ ରରେିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉେଠଇ ନିଆଗଲା। ପ୍ ରରେିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଚାଲିଗଲେ, ଓ ସମାନେେ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:15
ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்