ମାଥିଉଲିଖିତ ସୁସମାଚାର 15:13
ଯୀଶୁ କହିଲେ, ଯେଉଁ ଚାରା ମାରେ ସ୍ବର୍ଗୀୟ ପିତା ନିଜେ ଲଗଇେ ନାହାଁନ୍ତି, ସଗେୁଡିକୁ ସମୂଳେ ଉପାଡି ଦିଆୟିବ।
ମାଥିଉଲିଖିତ ସୁସମାଚାର 21:33
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
ମାର୍କଲିଖିତ ସୁସମାଚାର 12:1
ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।
ଲୂକଲିଖିତ ସୁସମାଚାର 13:6
ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, କୌଣସି ଗୋଟିଏ ଲୋକ ତା ବଗିଚା ରେ ଡିମ୍ବିିରି ଗଛଟିଏ ଲଗାଇଥିଲା। ଗଛ ରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।
ଲୂକଲିଖିତ ସୁସମାଚାର 17:6
ପ୍ରଭୁ କହିଲେ, ଯଦି ତୁମ୍ଭମାନଙ୍କର ବିଶ୍ବାସ ଗୋଟିଏ ଶାରେିଷ ଦାନା ପରିମାଣର ହାଇେଥାଏ, ତବେେ ତୁମ୍ଭମାନେେ ଏହି ତୁତ ଗଛକୁ କହିପାରିବ, ନିଜକୁ ଉପାଡି ନଇେ ସମୁଦ୍ର ରେ ରୋପଣ କର, ତବେେ ଗଛଟି ତୁମ୍ଭମାନଙ୍କ କଥା ମାନିବ।
ଲୂକଲିଖିତ ସୁସମାଚାର 17:28
ପରମେଶ୍ବର ଲୋଟଙ୍କ ସମୟରେ ସଦୋମ ନଗର ଧ୍ବଂସ କଲା ବେଳେ ଯାହା ଘଟିଥିଲା, ଏବେ ମଧ୍ଯ ସହେି କଥା ଘଟିବ। ସହେି ଲୋକମାନେ ସେତବେେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ।
ଲୂକଲିଖିତ ସୁସମାଚାର 20:9
ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:6
ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:7
ତେଣୁ ଗଛ ଲଗଇେଥିବା ବା ପାଣି ଦଇେଥିବା କହେି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ବର କବଳେ ପ୍ରଧାନ ଅଟନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:8
ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்