No lexicon data found for Strong's number: 5528

ମାଥିଉଲିଖିତ ସୁସମାଚାର 6:30
ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ?

ମାଥିଉଲିଖିତ ସୁସମାଚାର 13:26
ଗହମ ଗଛ ବଢିଲା ଓ ସେଥି ରେ କେଣ୍ଡା ଫଳିଲା। ସତେିକି ବଳକେୁ ବାଳୁଙ୍ଗା ବି ଦଖାଗେଲା।

ମାଥିଉଲିଖିତ ସୁସମାଚାର 14:19
ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।

ମାର୍କଲିଖିତ ସୁସମାଚାର 4:28
କାହାରି ସାହାୟ୍ଯ ବିନା ଭୂମି ଆପେ ଆପେ ଶସ୍ଯ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ଯ ହୁଏ,

ମାର୍କଲିଖିତ ସୁସମାଚାର 6:39
ଯୀଶୁ ଆଜ୍ଞା ଦେଲେ, ଲୋକମାନଙ୍କୁ ପଡିଆର ସବୁଜ ଘାସ ଉପରେ ଦଳ-ଦଳ କରି ବ ସଇେ ଦିଅ।

ଲୂକଲିଖିତ ସୁସମାଚାର 12:28
ପରମେଶ୍ବର ପଡିଆର ଘାସକୁ ମଧ୍ଯ ସହେିପରି ବସ୍ତ୍ର ଦଇେଛନ୍ତି। ସହେି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁ ରେ ଜଳିବା ପାଇଁ ଫିଙ୍ଗି ଦିଆୟିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ ଯେ, ପରମେଶ୍ବର ତୁମ୍ଭମାନଙ୍କୁ ତାଠାରୁ ବହୁତ ଅଧିକ ବସ୍ତ୍ର ଦବେେ। ପରମେଶ୍ବରଙ୍କଠା ରେ ତୁମ୍ଭମାନଙ୍କର କ'ଣ ଏତିକି ବିଶ୍ବାସ ନାହିଁ?

ଯୋହନଲିଖିତ ସୁସମାଚାର 6:10
ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:12
ଏହି ମୂଳଦୁଆ ସ୍ବଯଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସହେି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ଯ ପଥର, କାଠ, ଘାସ ବା ନଡ଼ା, ଯାହା କିଛି ବ୍ଯବହାର କରି ନିର୍ମାଣ କରି ପାରିବ।

ଯାକୁବଙ୍କ ପତ୍ 1:10
ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।

ଯାକୁବଙ୍କ ପତ୍ 1:11
ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்