ମାଥିଉଲିଖିତ ସୁସମାଚାର 19:6
ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।
ମାର୍କଲିଖିତ ସୁସମାଚାର 10:9
ପରମେଶ୍ବର ଯଦି ଏହି ଦୁଇଜଣ ମନୁଷ୍ଯଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ଯକ୍ତି ଅଲଗା କରି ଦବୋ ଉଚିତ ନୁହେଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:4
ଦିନେ ଯେତବେେଳେ ଯୀଶୁ ସମାନଙ୍କେ ସାଙ୍ଗ ରେ ଭୋଜନ କରୁଥିଲେ ସେତବେେଳେ ସେ ପ୍ ରରେିତମାନଙ୍କୁ ୟିରୂଶାଲମ ନ ଛାଡ଼ିବାପାଇଁ କହିଲେ। ଯୀଶୁ କହିଲେ, ପରମେଶ୍ବର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦଇେଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟ ରେ ଆଗରୁ କହି ସାରିଛି। ତେଣୁ ସହେି ପ୍ରତିଜ୍ଞା ନ ପାଇବା ପର୍ୟ୍ଯନ୍ତ ତୁମ୍ଭମାନେେ ୟିରୂଶାଲମ ରେ ଅପେକ୍ଷା ରେ ରୁହ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:1
ପାଉଲ କରିନ୍ଥୀ ରେ ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:2
ସଠାେରେ ସେ ପନ୍ତ ଦେଶୀୟ ଆକ୍ବିଲା ନାମକ ଜଣେ ଯିହୂଦୀୟକୁ ଭଟେିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ଯ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଲାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଚ଼ାଲିୟିବା ପାଇଁ ଆଦେଶ ଦଇେଥିଲେ। ତେଣୁ ସମାନେେ ଇତାଲିଆ ଛାଡ଼ି ଚ଼ାଲିଆସି ଥିଲେ। ପାଉଲ ସମାନଙ୍କେୁ ଦେଖିବା ପାଇଁ ଯାଇଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:35
ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା!
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:39
ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:10
ଯେଉଁମାନେ ବିବାହିତ ସମାନଙ୍କେୁ ମୁଁ ଏକ ଆଦେଶ ଦେଉଛି - ଏହି ଆଦେଶ ମାେ' ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:11
ଯେ ପତ୍ନୀ ନିଜ ପତିରକୁ କବେେ ହେଲେ ଛାଡ଼ିବା ଉଚିତ ନୁହେଁ, କିନ୍ତୁ ଯଦି ପତ୍ନୀ ପତିକୁ ଛାଡ଼େ, ତା' ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶି ୟିବା ଉଚିତ୍। ଠିକ୍ ସହେିଭଳି ପତି ମଧ୍ଯ ନିଜ ପତ୍ନୀକୁ ଛାଡ଼ପତ୍ର ଦବୋ ଉଚିତ୍ ନୁହେଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:15
ତଥାପି ଯଦି ଜଣେ ଅବିଶ୍ବାସୀ, ଜଣେ ବିଶ୍ବାସୀଠାରୁ ଅଲଗା ହବୋକୁ ଇଚ୍ଛା କରେ, ତା' ହେଲେ ସେ ଅଲଗା ହାଇପୋ ରେ। ଯେତବେେଳେ ଏପରି ଘଟିବ, ଖ୍ରୀଷ୍ଟୀୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହବେେ। ପରମେଶ୍ବର ତୁମ୍ଭମାନଙ୍କୁ ଶାନ୍ତି ରେ ରହିବାକୁ ଆହ୍ବାନ ଦଇେଛନ୍ତି।
Occurences : 13
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்