କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:14
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:44
ପ୍ରାକୃତିକ ଶରୀରଟି ବୁଣାଯାଏ, ଆତ୍ମିକ ଶରୀର ଉଥିତ ହୁଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:44
ପ୍ରାକୃତିକ ଶରୀରଟି ବୁଣାଯାଏ, ଆତ୍ମିକ ଶରୀର ଉଥିତ ହୁଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:46
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆ ସେ।
ଯାକୁବଙ୍କ ପତ୍ 3:15
ଏହିପ୍ରକାର ଜ୍ଞାନ ପରମେଶ୍ବରଙ୍କଠାରୁ ଆ ସେ ନାହିଁ। ମାତ୍ର ଏହି ଜ୍ଞାନ ସଂସାରରୁ ଆ ସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
ଯିହୂଦାଙ୍କ ପତ୍ର 1:19
ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்