No lexicon data found for Strong's number: 612

ଲୂକଲିଖିତ ସୁସମାଚାର 2:47
ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡିକ ଶୁଣି ସମାନେେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ।

ଲୂକଲିଖିତ ସୁସମାଚାର 20:26
ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କିଛି କହି ପାରିଲେ ନାହିଁ। ସମାନେେ ଯୀଶୁଙ୍କୁ ସମସ୍ତଙ୍କ ଆଗ ରେ ଫାନ୍ଦ ରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସମାନେେ ଯୀଶୁଙ୍କ ବିରୁଦ୍ଧ ରେ ବ୍ଯବହାର କରିପାରିବେ।

ଯୋହନଲିଖିତ ସୁସମାଚାର 1:22
ତା'ପରେ ଯିହୂଦୀମାନେ ପଚାରିଲେ, ତବେେ ତୁମ୍ଭେ କିଏ? ତୁମ୍ଭେ ତୁମ୍ଭ ନିଜ ବିଷୟ ରେ କୁହ, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅ। ତୁମ୍ଭେ ନିଜ ବିଷୟ ରେ କ'ଣ କହୁଛ?

ଯୋହନଲିଖିତ ସୁସମାଚାର 19:9
ସେ ପ୍ରାସାଦ ଭିତରକୁ ଫରେିଗଲେ ଓ ଯୀଶୁଙ୍କ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଛ? ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்