ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:30
ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭମାନେେ ମାେତେ ସୁସମାଚାର ବିରୁଦ୍ଧ ରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠା ରେ ସଂଘର୍ଷରତ। ତୁମ୍ଭମାନେେ ମଧ୍ଯ ସହେିଭଳି ଏବେ ସଂଘର୍ଷରତ ଅଛ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:2
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:12
ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:7
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:1
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்