No lexicon data found for Strong's number: 741
ମାର୍କଲିଖିତ ସୁସମାଚାର 9:50
ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତାର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣ ରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତି ରେ ରୁହ।
ଲୂକଲିଖିତ ସୁସମାଚାର 14:34
ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତାର ଲୁଣିଆ ସ୍ବାଦ ହରାଇ ବ ସେ, ତବେେ ତା'ର କୌଣସି ମୂଲ୍ଯ ନାହିଁ। ତୁମ୍ଭମାନେେ ପୁଣି ଥରେ ତାର ଲୁଣିଆ ସ୍ବାଦ ଫରୋଇ ଦଇେ ପାରିବନାହିଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:6
କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்