ମାଥିଉଲିଖିତ ସୁସମାଚାର 23:7
ସମାନେେ ବଜାର ସ୍ଥାନମାନଙ୍କ ରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସମାନେେ ଚ଼ାହାଁନ୍ତି ଯେ ଲୋକେ ତାହାଙ୍କୁ 'ରାବ୍ବୀ' ବୋଲି ଡ଼ାକନ୍ତୁ।
ମାର୍କଲିଖିତ ସୁସମାଚାର 12:38
ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।
ଲୂକଲିଖିତ ସୁସମାଚାର 1:29
ମରିୟମ ସ୍ବର୍ଗଦୂତଙ୍କ କଥା ଶୁଣି ଉଦବିଗ୍ନ ହାଇଗେଲେ। ତାହାଙ୍କ ଅଭିବାଦନର ଅର୍ଥ କ'ଣ ହାଇପୋ ରେ, ସହେିକଥା ଭାବି ସେ ଚିନ୍ତା ରେ ପଡିଗଲେ।
ଲୂକଲିଖିତ ସୁସମାଚାର 1:41
ସରିୟମଙ୍କ ଅଭିବାଦନ ଶୁଣିବା ମାତ୍ ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ।
ଲୂକଲିଖିତ ସୁସମାଚାର 1:44
ମୁଁ ତୁମ୍ଭ ଅଭିବାଦନର ସ୍ବର ଶୁଣିବା ମାତ୍ ରେ ମାରେ ଗର୍ଭସ୍ଥ ସନ୍ତାନ ଆନନ୍ଦ ରେ ନାଚି ଉଠିଲା।
ଲୂକଲିଖିତ ସୁସମାଚାର 11:43
ହାୟ ଫାରୂଶୀଗଣ! କାରଣ ତୁମ୍ଭମାନେେ ଯିହୂଦୀ ସମାଜଗୃହ ରେ ଅତ୍ଯନ୍ତ ମହତ୍ବପୂର୍ଣ୍ଣ ଆସନ ଚାହୁଁଛ ଓ ହାଟ ବଜାର ରେ ଲୋକମାନଙ୍କଠାରୁ ସମ୍ମାନଜନକ ନମସ୍କାର ପାଇବାକୁ ଭଲ ପାଉଛ।
ଲୂକଲିଖିତ ସୁସମାଚାର 20:46
ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:21
ମୁଁ ପାଉଲ, ନିଜ ହାତ ରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:18
ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:17
ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்