Base Word
ἀτιμία
Short Definitioninfamy, i.e., (subjectively) comparative indignity, (objectively) disgrace
Long Definitiondishonor, ignominy, disgrace
Derivationfrom G0820
Same asG0820
International Phonetic Alphabetɑ.tiˈmi.ɑ
IPA modɑ.tiˈmi.ɑ
Syllableatimia
Dictionah-tee-MEE-ah
Diction Modah-tee-MEE-ah
Usagedishonour, reproach, shame, vile

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:26
ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:21
କୁମ୍ଭାରର ଅଧୀକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନଇେ ବିଶଷେ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:14
ପ୍ରକୃତି କ'ଣ ତୁମ୍ଭକୁ ଶିକ୍ଷା ଦଇେ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:43
ଶରୀରଟି ଅନାଦର ରେ ବୁଣାଯାଏ, କିନ୍ତୁ ମହିମା ରେ ତାହା ଉଥିତ ହୁଏ। ଯେତବେେଳେ ଦୁର୍ବଳତା ରେ ଶରୀରଟି ବୁଣାଯାଏ ଏହା ଶକ୍ତିର ସହିତ ଉଥିତ ହୁଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:8
କେତକେ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟ ରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ଯାବାଦୀ ଓ ତଥାପି ଆମ୍ଭେ ସତ୍ଯ କହୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:21
ଏହା କହିବା ମାେ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭମାନେେ ଅତି ଦୁର୍ବଳ ହାଇଯୋଇଛୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:20
ଗୋଟିଏ ବଡ଼ ଘ ରେ ସୁନା ଓ ରୂପାଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ଯ ଥାଏ। କେତକେ ଜିନିଷ ବିଶଷେ ଉଦ୍ଦେଶ୍ଯ ପାଇଁ ବ୍ଯବହାର ହୁଏ। କେତକେ ଜିନିଷ ନୀଚ କାର୍ୟ୍ଯ ପାଇଁ ବ୍ଯବହାର ହୁଏ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்