No lexicon data found for Strong's number: 86

ମାଥିଉଲିଖିତ ସୁସମାଚାର 11:23
ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।

ମାଥିଉଲିଖିତ ସୁସମାଚାର 16:18
ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।

ଲୂକଲିଖିତ ସୁସମାଚାର 10:15
ଏବଂ ହେ କଫର୍ନାହୂମ! ତୁମ୍ଭକୁ କ'ଣ ସ୍ବର୍ଗ ଯେତେ ଉଚ୍ଚ, େସତେ ଉଚ୍ଚକୁ ଉଠାୟିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସହେିପରି ନୀଚ୍ଚ ସ୍ଥାନକୁ ଅଣାୟିବ।

ଲୂକଲିଖିତ ସୁସମାଚାର 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:27
ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:31
ଏଣୁ ଭବିଷ୍ଯତ ରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କ ରେ କହିଥିଲେ, ତାହାଙ୍କ ମୃତ୍ଯୁର ସ୍ଥାନ ରେ ଛାଡ଼ି ଦିଆ ଯାଇନାହିଁ ଓ ତାହାଙ୍କର ଦହେ କବର ରେ ପଚିସଢ଼ି ଯାଇନାହିଁ।'

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:55
ମୃତ୍ଯୁ ତୁମ୍ଭର ବିଜୟ କେଉଁଠା ରେ ଅଛି ? କବର ତୁମ୍ଭର ଆଘାତ କରିବା ଶକ୍ତି କେଉଁଠା ରେ ଅଛି ହାେେଶୟ 13;14

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:8
ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆ ରୋହୀଙ୍କର ନାମ ଥିଲା, 'ମୃତ୍ଯୁ'। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସମାନଙ୍କେୁ କ୍ଷମତା ଦିଆଯାଇଥିଲା। ସମାନଙ୍କେୁ ଖଡ୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ଯ ପଶୁଙ୍କ ଦ୍ବାରା ଲୋକମାନଙ୍କୁ ମାରିଦବୋକୁ ଶକ୍ତି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:13
ସମୁଦ୍ର ଭିତ ରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସମାନଙ୍କେୁ ଦଇେ ଦଲୋ। ମୃତ୍ଯୁ ଓ ପାତାଳ ନିଜ ପାଖ ରେ ଥିବା ମୃତ ଲୋକମାନଙ୍କୁ ଦଇେ ଦଲୋ, ପ୍ରେତ୍ୟକକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଚାର କରାଗଲା।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்