No lexicon data found for Strong's number: 910

ମାଥିଉଲିଖିତ ସୁସମାଚାର 3:1
ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

ମାଥିଉଲିଖିତ ସୁସମାଚାର 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

ମାଥିଉଲିଖିତ ସୁସମାଚାର 11:12
ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ୟ୍ଯନ୍ତ ସ୍ବର୍ଗ ରାଜ୍ଯ ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରଯୋଗ କରି ଅଧିକାର କରି ନବୋପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।

ମାଥିଉଲିଖିତ ସୁସମାଚାର 14:2
ସେ ତାହାଙ୍କ ଚାକରମାନଙ୍କୁ କହିଲେ, ଏହି ବ୍ଯକ୍ତି ପ୍ରକୃତ ରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖ ରେ କାମ କରୁଛି ଓ ସେ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବାକୁ ସକ୍ଷମ ହେଉଛି।

ମାଥିଉଲିଖିତ ସୁସମାଚାର 14:8
େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।

ମାଥିଉଲିଖିତ ସୁସମାଚାର 16:14
ଶିଷ୍ଯମାନେ ଉତ୍ତର ଦେଲେ, କେତକେ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତକେ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ୟିରିମିୟ ବା ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ବୋଲି କହୁଛନ୍ତି।

ମାଥିଉଲିଖିତ ସୁସମାଚାର 17:13
ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।

ମାର୍କଲିଖିତ ସୁସମାଚାର 6:24
ଝିଅଟି ତା ମାଆ ପାଖକୁ ଯାଇ ପଚାରିଲା, ରାଜା େ ହରୋଦଙ୍କୁ ମୁଁ କ'ଣ ମାଗିବି?

ମାର୍କଲିଖିତ ସୁସମାଚାର 6:25
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।

ମାର୍କଲିଖିତ ସୁସମାଚାର 8:28
ସମାନେେ କହିଲେ, କେତକେ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଆନ୍ଯମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତକେ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ଯରୁ ଜଣେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்