ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:27
ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:5
ତୁମ୍ଭମାନେେ ବିଶ୍ବାସ ରେ ଜୀବନ କାଟୁଛ କି ନାହିଁ ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭମାନେେ ଜାର ଯେ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭମାନେେ ପରୀକ୍ଷା ରେ ବିଫଳ ହୁଅ, ତାହା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ରହୁ ନାହାଁନ୍ତି ତାହା ଜାଣ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:6
ମୁଁ ଆଶା କରେ ଆମ୍ଭମାନେେ ପରୀକ୍ଷା ରେ ବିଫଳ ହାଇେ ନାହୁଁ ବୋଲି ତୁମ୍ଭମାନେେ ଦେଖବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:7
ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:8
ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:16
ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:8
କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்