Base Word
בִּיתָן
Short Definitiona palace (i.e., large house)
Long Definitionhouse, palace
Derivationprobably from H1004
International Phonetic Alphabetbɪi̯ˈt̪ɔːn̪
IPA modbiːˈtɑːn
Syllablebîtān
Dictionbee-TAWN
Diction Modbee-TAHN
Usagepalace
Part of speechn-m

ଏଷ୍ଟର ବିବରଣ 1:5
ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ଯଗଣ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନ ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନ ରେ ସାତଦିନ ପର୍ୟ୍ଯନ୍ତ ଭୋଜି ଗ୍ଭଲିଲା।

ଏଷ୍ଟର ବିବରଣ 7:7
ଆଉ ରାଜା କୋର୍ଧ ରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ବାରା ଆପଣାର ଅମଙ୍ଗଳ ନିଶ୍ଚିତ ହାଇେଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା।

ଏଷ୍ଟର ବିବରଣ 7:8
ତବେେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତବେେଳେ ଏଷ୍ଟର ଯେଉଁ ଆସନ ରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡିଲା। ତେଣୁ ରାଜା କହିଲା, ଏ କ'ଣ ଗୃହ ମଧିଅରେ ମାେ ସାକ୍ଷାତ ରେ ରାଣୀକୁ ବଳାତ୍କାର କରିବ?

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்