| Base Word | |
| בָּרֹד | |
| Short Definition | spotted (as if with hail) |
| Long Definition | spotted, marked |
| Derivation | from H1258 |
| International Phonetic Alphabet | bɔːˈrod̪ |
| IPA mod | bɑːˈʁo̞wd |
| Syllable | bārōd |
| Diction | baw-RODE |
| Diction Mod | ba-RODE |
| Usage | grisled |
| Part of speech | a |
ଆଦି ପୁସ୍ତକ 31:10
ସହେି ସମୟରେ ମୁଁ ଏକ ସ୍ବପ୍ନ ଦେଖିଥିଲି, ଯେଉଁ ପୁଂଛାଗ ମାଇ ଛାଗ ସହିତ ସଂଗମ କଲେ। ସମାନେେ ରଖାୟେୁକ୍ତ ଛିଟିଛିଟିକା ଏବଂ ଦାଗଦାଗ ହାଇେଥିଲେ ଏବଂ ବିନ୍ଦୁ ଚିହ୍ନିତ।
ଆଦି ପୁସ୍ତକ 31:12
ପରମେଶ୍ବରଙ୍କ ଦୂତ କହିଲେ, 'ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଂଗମ କରୁଥିବା ପ୍ରେତ୍ୟକକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟାକା ଓ ଦାଗ ଦାଗ ହାଇଗେଲେ। ମୁଁ ଏହା ହବୋକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ଯବହାର କଲା ମୁଁ ଦେଖିଲି।
ଯିଖରିୟ 6:3
ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।
ଯିଖରିୟ 6:6
କୃଷ୍ଣବର୍ଣ୍ଣ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡକୁ ଯିବେ, ଲାଲ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡେ, ଧଳା ଘୋଡାଗୁଡିକ ଦ୍ବାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡେ ଓ ପାଣ୍ତୁର ଅସ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡେ ଯିବେ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்