Base Word | |
דָּת | |
Short Definition | a royal edict or statute |
Long Definition | decree, law, edict, regulation, usage |
Derivation | of uncertain (perhaps foreign) derivation |
International Phonetic Alphabet | d̪ɔːt̪ |
IPA mod | dɑːt |
Syllable | dāt |
Diction | dawt |
Diction Mod | daht |
Usage | commandment, commission, decree, law, manner |
Part of speech | n-f |
ଏଜ୍ରା 8:36
ଏହାପରେ ସମାନେେ ନଦୀ ସପୋରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦଶାେଧ୍ଯକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସମାନେେ ଲୋକମାନଙ୍କର ଓ ପରମେଶ୍ବରଙ୍କ ଗୃହ କାର୍ୟ୍ଯ ରେ ସାହାର୍ୟ୍ଯ କଲେ।
ଏଷ୍ଟର ବିବରଣ 1:8
ଦ୍ରାକ୍ଷାରସ ନିଯମ ଅନୁସାରେ ଥିଲା। କାହାରିକୁ ମଧ୍ଯ କରାଗଲା ନାହିଁ।
ଏଷ୍ଟର ବିବରଣ 1:13
ଏହାପରେ ରାଜା ଜ୍ଞାନୀଲୋକମାନଙ୍କୁ ପଚାରିଲେ, ଯେଉଁମାନେ ରାଜକୀଯ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।
ଏଷ୍ଟର ବିବରଣ 1:15
ରାଜା ସମାନଙ୍କେୁ ପଚାରିଲେ, ରାଣୀଙ୍କୁ ଆଇନ୍ ଅନୁୟାଯୀ କଣ କରାୟିବା ଉଚିତ୍, ଯେ ହତେୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନଫୁସକମାନଙ୍କ ଦ୍ବାରା ଦିଆୟାଇଥିଲା?
ଏଷ୍ଟର ବିବରଣ 1:19
ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।
ଏଷ୍ଟର ବିବରଣ 2:8
ଯେତବେେଳେ ରାଜାର ସହେି ବାକ୍ଯ ଓ ଆଜ୍ଞା ପ୍ରଗ୍ଭରିତ ହେଲା ଶୂଶନ୍ ରାଜଧାନୀ ରେ ହଗଯେ ନିକଟରେ ଅନକେ କନ୍ଯା ସଂଗୃହିତ ହବୋ ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହଗଯେ ନିକଟକୁ ନିଆଗଲା।
ଏଷ୍ଟର ବିବରଣ 2:12
ଦ୍ବାଦଶ ମାସ ଶଷେ ରେ, ରାଜା ଅକ୍ଷଶ୍ବରଶ ନିକଟକୁ ଏକ କୁଆଁରୀ କନ୍ଯାର ଉପସ୍ଥିତ ହବୋର ସମୟ ଆସିଲା। କାରଣ ସମାନଙ୍କେର ସୌନ୍ଦର୍ୟ୍ଯ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀ ଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ଯ ସବେନ କରିବାକୁ ହେଲା।
ଏଷ୍ଟର ବିବରଣ 3:8
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
ଏଷ୍ଟର ବିବରଣ 3:8
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
ଏଷ୍ଟର ବିବରଣ 3:14
ପୁଣି ସହେି ଦିନ ନିମନ୍ତେ ସମସ୍ତ ଲୋକ ଯମେିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରେତ୍ୟକକ ପ୍ରଦେଶ ରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ୟାବତୀଯ ଲୋକଙ୍କୁ ଜଣାଇବାକୁ ସହେି ଲିଖନର ପ୍ରତିଲିପି ଦିଆଗଲା।
Occurences : 21
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்