Base Word
אוּלַי
Short Definitionif not; hence perhaps
Long Definitionperhaps, peradventure
Derivationor (shortened) אֻלַי; from H0176
International Phonetic Alphabetʔuːˈlɑi̯
IPA modʔuˈlɑi̯
Syllableʾûlay
Dictionoo-LAI
Diction Modoo-LAI
Usageif so be, may be, peradventure, unless
Part of speechadv

ଆଦି ପୁସ୍ତକ 16:2
ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।

ଆଦି ପୁସ୍ତକ 18:24
ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?

ଆଦି ପୁସ୍ତକ 18:28
ହାଇପୋ ରେ ସହେି ପଚାଶ ଜଣଙ୍କ ମଧ୍ଯରୁ ପାଞ୍ଚଜଣ ଉଣା ହାଇପୋରନ୍ତି, ତୁମ୍ଭେ କ'ଣ ଏହି ପାଞ୍ଚଜଣଙ୍କ କାରଣରୁ ସହେି ସହରକୁ ଧ୍ବଂସ କରିବେ କି?

ଆଦି ପୁସ୍ତକ 18:29
ଅବ୍ରହାମ ପୁଣି କହିଲେ, ତୁମ୍ଭେ ଯଦି ସଠାେରେ ଚାଳିଶ ଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ନଗରଟିକୁ ଧ୍ବଂସ କରିବ?

ଆଦି ପୁସ୍ତକ 18:30
ଏହାପରେ ଅବ୍ରହାମ କହିଲେ, ହେ ସଦାପ୍ରଭୁ ମାେ ପ୍ରତି କୋର୍ଧ କରନ୍ତୁ ନାହିଁ। ତୁମ୍ଭକୁ ଏହି କଥା ପଚାରିବାକୁ ଦିଅ। ଯଦି ତିରିଶ ଜଣ ଧାର୍ମିକଲୋକ ଥାନ୍ତି, ତବେେ କ'ଣ ସହେି ନଗର ଧ୍ବଂସ କରିବେ?

ଆଦି ପୁସ୍ତକ 18:31
ଏହାପରେ ଅବ୍ରହାମ କହିଲେ, ମୁଁ ତୁମ୍ଭଙ୍କୁ କଷ୍ଟ ଦଇେ ପୁନର୍ବାର ପଚାରିବି କି। ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥାନ୍ତି, ତବେେ କଣ ତୁମ୍ଭେ ନଗରକୁ ଧ୍ବଂସ କରିବ?

ଆଦି ପୁସ୍ତକ 18:32
ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?

ଆଦି ପୁସ୍ତକ 24:5
ଦାସ ତାଙ୍କୁ କହିଲେ, ଏହା ସମ୍ଭବ ହାଇପୋ ରେ ଯେ, ଯବେେ କୌଣସି କନ୍ଯା ମାେ ସହିତ ଏହି ଭୁମିକୁ ଆସି ନପାରନ୍ତି, ତବେେ ମୁଁ ତୁମ୍ଭର ପୁତ୍ରକୁ ମାେ ସହିତ ତୁମ୍ଭର ଜନ୍ମ ସ୍ଥାନକୁ ନବୋ ଉଚିତ୍ କି?

ଆଦି ପୁସ୍ତକ 24:39
ମୁଁ ମାରେକର୍ତ୍ତାଙ୍କୁ କହିଲି, 'ଏପରିକି ସେ ସ୍ତ୍ରୀ ମାେ ସହିତ ଏଠାକୁ ଆସିନପା ରେ।'

ଆଦି ପୁସ୍ତକ 27:12
ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।

Occurences : 45

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்