Base Word
הָרֶה
Short Definitionpregnant
Long Definitionpregnant
Derivationor הָרִי; (Hosea 14:1), from H2029
International Phonetic Alphabethɔːˈrɛ
IPA modhɑːˈʁɛ
Syllablehāre
Dictionhaw-REH
Diction Modha-REH
Usage(be, woman) with child, conceive, × great
Part of speecha-f
Base Word
הָרֶה
Short Definitionpregnant
Long Definitionpregnant
Derivationor הָרִי; (Hosea 14:1), from H2029
International Phonetic Alphabethɔːˈrɛ
IPA modhɑːˈʁɛ
Syllablehāre
Dictionhaw-REH
Diction Modha-REH
Usage(be, woman) with child, conceive, × great
Part of speecha-f

ଆଦି ପୁସ୍ତକ 16:11
ସଦାପ୍ରଭୁଙ୍କର ଦୂତ ମଧ୍ଯ ଏପରି କହିଲେ, ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଯଲେ ଦବେ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତବେେଳେ ଦୁଃଖ ପାଉଥିଲ।

ଆଦି ପୁସ୍ତକ 38:24
ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

ଆଦି ପୁସ୍ତକ 38:25
ଲୋକମାନେ ତାମରକୁ ମାରିବାକୁ ଗଲେ, କିନ୍ତୁ ସେ ତାଙ୍କ ଶ୍ବଶୁରଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲେ, ଏହି ସମସ୍ତବସ୍ତ୍ର ଯାହାର ସେ ମାେତେ ଗର୍ଭବତୀ କରାଇଛି।ଏହି ମାହେର, ସୁତ୍ର ଓ ୟଷ୍ଟି କାହାର, ତାହା ଚିହ୍ନି ଦେଖ?

ଯାତ୍ରା ପୁସ୍ତକ 21:22
ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯବେେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନଘଟେ. ତବେେ ସହେି ସ୍ତ୍ରୀର ସ୍ବାମୀ ଯେଉଁରୂପେ ଦାବି କରିବ ସହେି ଅନୁସାରେ ତାକୁ ଅବଶ୍ଯ ଅର୍ଥଦଣ୍ଡ ହବେ। ପୁଣି ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦବେ।

ପ୍ରଥମ ଶାମୁୟେଲ 4:19
ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।

ଦିତୀୟ ଶାମୁୟେଲ 11:5
କିନ୍ତୁ ବତ୍ଶବୋ ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକକ୍ସ୍ଟ ବାର୍ତ୍ତା ପଠାଇ କହିଲେ, ମୁ ଗର୍ଭବତୀ ହାଇେଛି।

ଦିତୀୟ ରାଜାବଳୀ 8:12
ତହୁଁ ହସାଯଲେ ପଚାରିଲେ, ହେ ମାରେ ମହାଶୟ, କାହିଁକି ରୋଦନ କଲେ?

ଦିତୀୟ ରାଜାବଳୀ 15:16
ଶଲ୍ଲମଙ୍କ ମୃତ୍ଯୁପରେ ମନ ହେମ୍ ତିର୍ସାଠାରୁ, ତିପ୍ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସମାନେେ ନଗରର ଫାଟକସବୁ ତାଙ୍କ ପାଇଁ ଖାଲିବୋକୁ ଅମାନ୍ଯ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ।

ଆୟୁବ ପୁସ୍ତକ 3:3
“ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା।

ଯିଶାଇୟ 7:14
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்