Base Word
חָפַשׂ
Short Definitionto seek; causatively, to conceal oneself (i.e., let be sought), or mask
Long Definitionto search, search for, to search out, disguise oneself
Derivationa primitive root
International Phonetic Alphabetħɔːˈpɑɬ
IPA modχɑːˈfɑs
Syllableḥāpaś
Dictionhaw-PAHS
Diction Modha-FAHS
Usagechange, (make) diligent (search), disquise self, hide, search (for, out)
Part of speechv

ଆଦି ପୁସ୍ତକ 31:35
ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, ମାେ ଉପରେ କୋର୍ଧ କରନାହିଁ। ମୁଁ ତୁମ୍ଭ ସମ୍ମୁଖ ରେ ଠିଆ ହବୋକୁ ଅସମର୍ଥ, କାରଣ ମାରେମାସିକ ଋତୁସ୍ରାବ ହେଉଛି। ତେଣୁ ଲାବନ ସବୁଆଡ଼େ ଖାଜେିଲେ କିନ୍ତୁ କେଉଁଠା ରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ।

ଆଦି ପୁସ୍ତକ 44:12
ଯୋଷଫଙ୍କେ ଦାସ ସହେି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ବଯ ରେ ସାନର ପଟ ଦେଖିଲେ। ଶଷେ ରେ ବିନ୍ଯାମୀନର ପଟରୁ ସହେି ପାତ୍ରଟିକୁ ପାଇଲେ।

ପ୍ରଥମ ଶାମୁୟେଲ 23:23
ଦାଉଦ ଯେଉଁ ଯେଉଁ ସ୍ଥାନ ରେ ଲକ୍ସ୍ଟଚେ ସହେି ସହେି ସ୍ଥାନ ଖାଜେ ଏବଂ ମାେ ପାଖ ରେ ଆସି ସମସ୍ତ ବିଷଯ ରେ ଜଣାଅ। ତା'ପରେ ମୁ ତକ୍ସ୍ଟମ୍ଭ ସହିତ ୟିବି। ଯଦି ଦାଉଦ ଏହି ଅଞ୍ଚଳ ରେ ଥାଏ, ମୁ ତାଙ୍କୁ ଖାଜେି ବାହାର କରିବି। ଏପରିକି ମୁ ତାକକ୍ସ୍ଟ ୟିହକ୍ସ୍ଟଦାର ପ୍ରେତ୍ୟକକ ପରିବାରର ଜରିଆ ରେ ଖାଜେିବି।

ପ୍ରଥମ ଶାମୁୟେଲ 28:8
ଶାଉଲ ଛଦ୍ମ ବେଶ ରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦକ୍ସ୍ଟଇଜଣ ଲୋକଙ୍କ ସହିତ ସହେି ସ୍ତ୍ରୀ ଲୋକକୁ ରାତି ରେ ଦଖାେ କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, ତୁମ୍ଭେ ମାେପାଇଁ ଗୋଟିଏ ଆତ୍ମାକକ୍ସ୍ଟ ଡାକ ୟିଏକି ଭବିଷ୍ଯତ ରେ କଣ ହବୋକକ୍ସ୍ଟ ଯାଉଛି ମାେତେ କହି ପାରିବ। ତୁମ୍ଭେ ଏକ ଆତ୍ମାକକ୍ସ୍ଟ ଆଣ ଯାହାର ନାମ ମୁ କହକ୍ସ୍ଟଛି।

ପ୍ରଥମ ରାଜାବଳୀ 20:6
ଆସନ୍ତାକାଲି ପ୍ରାଯ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମାରେ ଦାସମାନଙ୍କୁ ପଠାଇବି, ସମାନେେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହା କିଛି ମୂଲ୍ଯବାନ ଜିନିଷ ପାଇବେ ସମାନେେ ନଇେଯିବେ।'

ପ୍ରଥମ ରାଜାବଳୀ 20:38
ତେଣୁ ଭବିଷ୍ଯଦ୍ବକ୍ତା ଆପଣା ମୁଖ ରେ ବସ୍ତ୍ର ଆବୃତ କରି ଛଦ୍ମ ବେଶ ରେ ରହିଲା ଓ ତାକୁ କହେି ଜାଣିପାରିଲେ ନାହିଁ। ସେ ପଥ ମଧିଅରେ ସହେି ଦେଶ ରେ ରାଜାଙ୍କୁ ଅପେକ୍ଷା କରି ରହିଲା।

ପ୍ରଥମ ରାଜାବଳୀ 22:30
ଇଶ୍ରାୟେଲର ରାଜା ୟିହୋଶାଫଟ୍କୁ କହିଲେ, ମୁଁ ଛଦ୍ମ ବେଶ ରେ ୟୁଦ୍ଧ କରିବାକୁ ୟିବି, ମାତ୍ର ତୁମ୍ଭେ ତୁମ୍ଭର ରାଜ ପୋଷାକ ପିନ୍ଧିବ। ତେଣୁ ଇଶ୍ରାୟେଲର ରାଜା ଛଦ୍ମ ବେଶ ରେ ୟୁଦ୍ଧକୁ ଗଲେ।

ପ୍ରଥମ ରାଜାବଳୀ 22:30
ଇଶ୍ରାୟେଲର ରାଜା ୟିହୋଶାଫଟ୍କୁ କହିଲେ, ମୁଁ ଛଦ୍ମ ବେଶ ରେ ୟୁଦ୍ଧ କରିବାକୁ ୟିବି, ମାତ୍ର ତୁମ୍ଭେ ତୁମ୍ଭର ରାଜ ପୋଷାକ ପିନ୍ଧିବ। ତେଣୁ ଇଶ୍ରାୟେଲର ରାଜା ଛଦ୍ମ ବେଶ ରେ ୟୁଦ୍ଧକୁ ଗଲେ।

ଦିତୀୟ ରାଜାବଳୀ 10:23
ତା'ପରେ ଯହେୂ ଓ ରେଖବର ପୁତ୍ର ଯିହାନୋଦବ ବାଲ୍ ମନ୍ଦିରକୁ ଗଲେ। ଯହେୂ ବାଲ୍ ମନ୍ଦିରର ଉପାସକମାନଙ୍କୁ କହିଲେ, ଚତୁଃପାଶର୍‌ବକୁ ଦେଖ! ଏଠା ରେ ବାଲ୍ ପୂଜାରୀମାନଙ୍କ ଛଡା ଯେପରି ଏଠା ରେ ଆଉ କହେି ନ ଥାଏ। ଏଥିପାଇଁ ଖାଜେି ନିଶ୍ଚିଚ ହୁଅ ଯେ, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ଦାସ ଏଠା ରେ ନାହିନ୍ତି।

ଦିତୀୟ ବଂଶାବଳୀ 18:29
ଇଶ୍ରାୟେଲର ରାଜା ଯିହାଶାଫେଟ୍ଙ୍କୁ କହିଲେ, ୟୁଦ୍ଧକୁ ୟିବା ପୂର୍ବରୁ ମୁଁ ଛଦ୍ମବେଶ ଧାରଣ କରିବି। କିନ୍ତୁ ତୁମ୍ଭେ ତୁମ୍ଭର ରାଜକୀଯ ପୋଷାକ ପିନ୍ଧ। ତେଣୁ ଇଶ୍ରାୟେଲର ରାଜା ଛଦ୍ମବେଶ ଧାରଣ କଲେ, ଆଉ ଦୁଇ ରାଜା ୟୁଦ୍ଧକୁ ଗଲେ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்