Base Word
אָחוֹר
Short Definitionthe hinder part; hence (adverb) behind, backward; also (as facing north) the West
Long Definitionthe back side, the rear
Derivationor (shortened) אָחֹר ; from H0299
International Phonetic Alphabetʔɔːˈħor
IPA modʔɑːˈχo̞wʁ
Syllableʾāḥôr
Dictionaw-HORE
Diction Modah-HORE
Usageafter(-ward), back (part, -side, -ward), hereafter, (be-)hind(-er part), time to come, without
Part of speechn-m

ଆଦି ପୁସ୍ତକ 49:17
ଦାନ ପଥସ୍ଥିତ ସର୍ପତୁଲ୍ଯ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ଯ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଯେଉଁଥି ରେ ଆଶ୍ବା ରୋହୀମାନେ ଭୂମିରେ ଲୋଟନ୍ତି।

ଯାତ୍ରା ପୁସ୍ତକ 26:12
ସହେି ତମ୍ବୁ କପଡା ରେ ଅତିରିକ୍ତ ଅଂଶ ଅର୍ଥାତ୍ ଯେଉଁ ଅର୍ଦ୍ଧକେ କପଡା ଅତିରିକ୍ତ ଥିବ, ତାହା ପବିତ୍ର ତମୁ୍ବର ପଛ ପାଖ ରେ ଏହଳି ରହିବ।

ଯାତ୍ରା ପୁସ୍ତକ 33:23
ଏହାପରେ ଆମ୍ଭେ ଆପଣା ହସ୍ତ କାଢି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।

ଦିତୀୟ ଶାମୁୟେଲ 1:22
ହତ ଲୋକମାନଙ୍କର ରକ୍ତରକ୍ସ୍ଟ ବୀରମାନଙ୍କ ମଦରେକ୍ସ୍ଟ ଯୋନାଥନର ଧନକ୍ସ୍ଟ ଓ ଶାଉଲଙ୍କର ଖଡ୍ଗ ରିକ୍ତ ହାଇେ ଫେ ରେ ନାହିଁ।

ଦିତୀୟ ଶାମୁୟେଲ 10:9
ଯୋୟାବ ନିଜ ଆଗେ ଶତୃମାନଙ୍କୁ ଦେଖିଲେ, ତେଣୁ ସେ ଇଶ୍ରାୟେଲର କକ୍ସ୍ଟଶଳି ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସମାନଙ୍କେୁ ଅରାମୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ପ୍ରସ୍ତକ୍ସ୍ଟତ କଲେ।

ପ୍ରଥମ ରାଜାବଳୀ 7:25
ଏହି କୁଣ୍ତ ବାରସଗାଟି ଷଣ୍ତ ଉପଲର ସ୍ଥାପିତସହାଇଥିଲା।ସସହି ଷଣ୍ତଗୁଡିକ ତିନିଦଳସର ସଜାସହାଇଥିଲଲ ଏବଂ ମୁହଁ ଗ୍ଭରିଦିଗ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ କରିଥିଲା। ଷଣ୍ତମାନଙ୍କର ପଶ୍ଚାତ୍ଭାଗ କୁଣ୍ତ ମଝି ଆଡକୁ ଥିଲା। କୁଣ୍ତସସମାନଙ୍କ ଉପଲର ରଖାୟାଇଥିଲା।

ପ୍ରଥମ ବଂଶାବଳୀ 19:10
ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ଯଦଳ ପ୍ରସ୍ତୁତ ହାଇେଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖ ରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତ ରେ ଅଛନ୍ତି। ତେଣୁ ଯୋୟାବ ଇଶ୍ରାୟେଲର କେତଜେଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସମାନଙ୍କେୁ ଅରାମର ସୈନ୍ଯଦଳ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପଠାଇଲେ।

ଦିତୀୟ ବଂଶାବଳୀ 4:4
ବାରଟି ବୃହତ୍ ଷଣ୍ଢର ପ୍ରତିମୂର୍ତ୍ତି ଉପରେ ଏହି ବୃହତ୍ ପିତ୍ତଳର କୁଣ୍ଡମକୁ ରଖାୟାଇଥିଲା। ତିନୋଟି ଷଣ୍ଢ ଉତ୍ତର ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପଶ୍ଚିମ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ଦକ୍ଷିଣ ଦିଗକୁ ମୁହଁ କରିଥିଲେ। ତିନୋଟି ଷଣ୍ଢ ପୂର୍ବ ଦିଗକୁ ମୁହଁ କରିଥିଲେ। ଏକ ବୃହତ୍ ପିତ୍ତଳ କୁଣ୍ତକୁ ଏହି ଷଣ୍ଢଗୁଡ଼ିକ ଉପରେ ରଖା ୟାଇଥିଲା। ସବୁ ଷଣ୍ଢଗୁଡ଼ିକ ବାହାର ଆଡ଼କୁ ମୁହଁ କରି ଛିଡ଼ା ହାଇେଥିଲେ।

ଦିତୀୟ ବଂଶାବଳୀ 13:14
ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍‌ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।

ଆୟୁବ ପୁସ୍ତକ 23:8
କିନ୍ତୁ ମୁଁ ଯଦି ପୂର୍ବକୁ ୟାଏ ପରମେଶ୍ବର ସଠାେରେ ନାହାଁନ୍ତି। ମୁଁ ପଶ୍ଚିମକୁ ୟାଏ ସଠାେରେ ପରମେଶ୍ବରଙ୍କୁ ଦେଖିପା ରେ ନାହିଁ।

Occurences : 41

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்