Base Word
אֲחִיקָם
Short DefinitionAchikam, an Israelite
Long Definitionson of Shaphan, an officer in Josiah's reign
Derivationfrom H0251 and H6965; brother of rising (i.e., high)
International Phonetic Alphabetʔə̆.ħɪi̯ˈk’ɔːm
IPA modʔə̆.χiːˈkɑːm
Syllableʾăḥîqām
Dictionuh-hee-KAWM
Diction Moduh-hee-KAHM
UsageAhikam
Part of speechn-pr-m

ଦିତୀୟ ରାଜାବଳୀ 22:12
ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।

ଦିତୀୟ ରାଜାବଳୀ 22:14
ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।

ଦିତୀୟ ରାଜାବଳୀ 25:22
ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ।

ଦିତୀୟ ବଂଶାବଳୀ 34:20
ଏହାପରେ ରାଜା ହିଲ୍କିଯ, ଶାଫନ୍ଙ୍କର ପୁତ୍ର ଅହୀକାମ୍, ମୀଖାଯଙ୍କର ପୁତ୍ର ଅବ୍ଦୋନ, ସଚିବ ଶାଫନ୍ ଓ ଭୃତ୍ଯ ଆସାଯଙ୍କୁ ଏକ ଆଦେଶ ଦେଲେ। ରାଜା କହିଲେ,

ଯିରିମିୟ 26:24
ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।

ଯିରିମିୟ 39:14
ସମାନେେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯର ହସ୍ତ ରେ ସମର୍ପଣ କଲେ। ଗଦଲିଯ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧିଅରେ ବାସ କଲେ।

ଯିରିମିୟ 40:5
ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯ ନିକଟକୁ ଫରେିୟାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେ କୌଣସି ସ୍ଥାନକୁ ୟିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ୟାଅ।

ଯିରିମିୟ 40:6
ତେଣୁ ଯିରିମିୟ ମିସ୍ତ୍ରା ରେ ଅହୀକାମର ପୁତ୍ର ଗଦଲିଯ ନିକଟକୁ ୟାଇ ଅବଶିଷ୍ଟ ଲୋକମାନଙ୍କ ମଧିଅରେ ଯିହୁଦା ରେ ତାଙ୍କ ସଙ୍ଗେ ବାସ କଲେ।

ଯିରିମିୟ 40:7
ଯେତବେେଳେ ୟିରୁଶାଲମ ଧ୍ବଂସ ହେଲା, ସେତବେେଳେ ଯିହୁଦାର କେତକେ ସନୋପତି, ଅଧିପତି ଓ ଲୋକ ବାହା ରେ ଥିଲେ। ସମାନେେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିଯକୁ ଦେଶର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛନ୍ତି। ସେ ତାଙ୍କ ଉପ ରେ ବାବିଲକୁ ନିଆୟାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ଯସ୍ତ କରିଅଛନ୍ତି।

ଯିରିମିୟ 40:9
ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯ ସହେି ସୈନ୍ଯମାନଙ୍କ ଓ ସମାନଙ୍କେର ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭମାନେେ କଲଦୀଯମାନଙ୍କର ଦାସ ହବୋପାଇଁ ଭୟ କର ନାହିଁ। ବାବିଲ ରାଜାର ସବୋକାରି ଏହି ଦେଶ ରେ ବାସ କର। ଏଥି ରେ ତୁମ୍ଭମାନଙ୍କର ମଙ୍ଗଳ ହବେ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்