Base Word | |
מוֹצָא | |
Short Definition | Motsa, the name of two Israelites |
Long Definition | son of Caleb by Ephah his concubine |
Derivation | the same as H4161 |
International Phonetic Alphabet | moˈt͡sˤɔːʔ |
IPA mod | mo̞wˈt͡sɑːʔ |
Syllable | môṣāʾ |
Diction | moh-TSAW |
Diction Mod | moh-TSA |
Usage | Moza |
Part of speech | n-pr-m |
ପ୍ରଥମ ବଂଶାବଳୀ 2:46
କାଲବଙ୍କେର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମାେତ୍ସା ଓ ଗା ସେସଙ୍କର ମାତା ଥିଲେ। ହାରଣ ଗା ସେସଙ୍କର ପିତା ଥିଲେ।
ପ୍ରଥମ ବଂଶାବଳୀ 8:36
ଆହସ୍ ୟିହୋଯାଦାଙ୍କ ପିତା ଥିଲେ। ଯିହାୟୋଦାରଦା ଆଲମେତ୍, ଅସ୍ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମାେତସାଙ୍କ ପିତା ଥିଲେ।
ପ୍ରଥମ ବଂଶାବଳୀ 8:37
ମାେତ୍ସା ବିନିଯାଙ୍କ ପିତା ଥିଲେ। ରାଫା ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରାଫାଙ୍କ ପୁତ୍ର ଥିଲେ। ଏବଂ ଆତ ସେଲ୍, ଇଲୀଯାସାଙ୍କ ପୁତ୍ର ଥିଲେ।
ପ୍ରଥମ ବଂଶାବଳୀ 9:42
ଆହସ୍ ୟାରହଙ୍କ ପିତା ଥିଲେ। ୟାରହ ଆଲମେତ, ଅସ୍ମାବତ୍ ଓ ସିମ୍ରି। ସିମ୍ରି ମାେତସାଙ୍କ ପିତା ଥିଲେ।
ପ୍ରଥମ ବଂଶାବଳୀ 9:43
ମାେତସା ବିନିଯାଙ୍କ ପିତା ଥିଲେ ଏବଂ ରଫାଯ ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରଫାଯଙ୍କର ପୁତ୍ର ଥିଲେ। ଏବଂ ଆତ୍ ସେଲ ଇଲୀଯାସଙ୍କ ପୁତ୍ର ଥିଲେ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்